ମହାନଦୀରେ ବୁଡି ୨ ମୃତ

କଟକ : ମହାନଦୀରେ ବୁଡି ଯାଇ ୨ ମୃତ। ନିଖୋଜ ହୋଇଥିବା ଏହି ୨ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବି ମେଡିକାଲ ନିଆଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଏହି ଅଘଟଣ ଯୋବ୍ରା ଆନିକଟ ନିକଟରେ ଗୁରୁବାର ଘଟିଛି। ୬ ଜଣ ଯୁବକ ଗାଧୋଉଥିବା ବେଳେ ଜଣଙ୍କୁ ଉଦ୍ଧାର କରାଯାଇଥିଲା ଓ ଅନ୍ୟ ୨ ଜଣ ନିଖୋଜ ହୋଇଯାଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ୨ ନିଖୋଜ ଯୁବକଙ୍କୁ ଖୋଜାଖୋଜି ଆରମ୍ଭ କରି ଦେଇଥିଲେ। ଉକ୍ତ ଯୁବକମାନେ ଛିନ୍ନମସ୍ତା କାଳୀ ମନ୍ଦିର ନିକଟରେ ଗାଧୋଉଥିବା ବେଳେ ସେମାନେ ସ୍ଥାନୀୟ ନଦୀକୂଳ ସାହିର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

  • Related Posts

    ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ପାଇଁ ବଡ଼ ଆଶ୍ୱସ୍ତି: ‘କାରଣ ଦର୍ଶାଅ’ ପ୍ରକ୍ରିୟା ରଦ୍ଦ

    ଭୁବନେଶ୍ୱର ୬ ଅକ୍ଟୋବର, ୨୦୨୬ ରାଜ୍ୟ ସରକାରଙ୍କ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଦାଖଲ କରାଯାଇଥିବା ଅନୁପାଳନ ରିପୋର୍ଟ ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ନାହିଁ ବୋଲି ସ୍ପଷ୍ଟ କରିଛି ଇ.ଆର୍.ସି (ERC)।ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ (Teacher Education…

    Continue reading
    ନିଶାମୁକ୍ତ ଅଭିଯାନ ପାଇଁ ସ୍ୱତନ୍ତ୍ର ଚଢ଼ାଉ

    ଭୁବନେଶ୍ୱର, ୦୭/୧୦/୨୦୨୬: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନସ୍ଥ ଡ୍ରଗ୍ସ କଣ୍ଟ୍ରୋଲ ନିର୍ଦ୍ଦେଶାଳୟର ଅଧିକାରୀମାନଙ୍କ ଦ୍ୱାରା ପୋଲିସ ଅଧିକାରୀମାନଙ୍କ ସହଯୋଗରେ ଅକ୍ଟୋବର ପହିଲାରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ନିଶାମୁକ୍ତ ଅଭିଯାନ ଚାଲୁ ରହିଛି । ଏହି ଅଭିଯାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ