ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ: ଆଇନମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ ବୋଲି ସେ କହିଛନ୍ତି । ଦାରୁ କିପରି ସେଠାକୁ ଗଲା ତଦନ୍ତ ପରେ ସ୍ପଷ୍ଟ ହେବ । ଜଗନ୍ନାଥ ମନ୍ଦିର ନିର୍ମାଣ କରିବାରେ କିଛି ଅସୁବିଧା ନାହିଁ । କିନ୍ତୁ ଠାକୁରଙ୍କ ବଳକା କାଠ ସେଠାରେ ବ୍ୟବହାର କରିବା ଗ୍ରହଣୀୟ ନୁହେଁ ।
ଜଗନ୍ନାଥ ଧାମ ବିଶ୍ୱରେ ଗୋଟିଏ ଯାହାକି ପୁରୀରେ ରହିଛି । ଆଉ କେଉଁଠି ଜଗନ୍ନାଥ ଧାମ କରିବା ଠିକ୍ ନୁହେଁ । ମୁଖ୍ୟମନ୍ତ୍ରୀ ମୋହନ ମାଝି ଓଡ଼ିଶା ଫେରିବା ପରେ ତାଙ୍କ ସହ ଆଲୋଚନା କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ ଏପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ