ମାଲବାହୀ ଟ୍ରେନ୍‌ର ୬ଟି ବଗି ଲାଇନଚ୍ୟୁତ

କୋରାପୁଟ: ଶୁକ୍ରବାର ବିଜୟନଗରମ କୋତବଲସା ମଝିରେ ଏକ ମାଲବାହୀ ଟ୍ରେନ୍‌ର ୬ଟି ବଗି ଲାଇନଚ୍ୟୁତ ହୋଇଛି। ଯାହାଫଳରେ ବହୁ ଯାତ୍ରୀବାହୀ ଟ୍ରେନ୍‌ ଯାତାୟାତ ପ୍ରଭାବିତ ହୋଇଛି।ଭୁବେନେଶ୍ୱର ବିଶାଖାପାଟଣା ବନ୍ଦେଭାରତ ଏକ୍ସପ୍ରେସ୍‌, ପ୍ରଶାନ୍ତି ଏକ୍ସପ୍ରେସ୍‌, ସାଲିମାର-ଭାସ୍କୋଡାଗାମା, ରାଜାରାଣୀ ଏକ୍ସପ୍ରେସ, ପାଟଣା ଏରନାକୁଲମ ଏକ୍ସପ୍ରେସ, ହାଓ୍ବ୍‌ଡା-ଚେନ୍ନାଇ ଏକ୍ସପ୍ରେସ, ଭୁବନେଶ୍ୱର ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ୍‌ ଆଦି ଯାତ୍ରୀବାହୀ ଟ୍ରେନଗୁଡ଼ିକ ପ୍ରଭାବିତ ହୋଇଛି।ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ପୁନଃ ଉଦ୍ଧାର କାର୍ୟ୍ୟ ଚାଲୁ କରାଯାଇ ସ୍ବାଭାବିକ ପାଇଁ ଚେଷ୍ଟା ଚାଲିଥିବା ରେଲଓ୍ବେ ବିଭାଗ ପକ୍ଷରୁ କୁହାଯାଇଛି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ