ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

୬୦ ବର୍ଷ ବୟସରେ ବଲିଉଡ୍‌ର ସବୁଠାରୁ ଏଲିଜିବଲ ବ୍ୟାଚେଲର ସଲମାନ୍‌ ଖାନ୍‌ ଖୁବ୍‌ ଶୀଘ୍ର ପିତା ହେବେ ବୋଲି କହିଛନ୍ତି । କଫି ୱି୍‌ଥ୍‌ କରନର ଶେଷ ସିଜିନ୍‌ର ପ୍ରଥମ ଏପିସୋଡ୍‌ରେ ଏଭଳି କହିଛନ୍ତି ସଲମାନ୍‌ । ତେବେ ସେ ଆଇଭିଏଫ୍‌ ଟେକ୍ନୋଲୋଜି ଜରିଆରେ ନିଶ୍ଚିତ ପିତା ହେବେ ବୋଲି କହଛନ୍ତି । ବଲିଉଡ୍‌ ସେଲିବ୍ରିଟି କରନ୍‌ ଜୋହର, ଶାହାରୁଖ ଖାନ୍‌, ଏକତା କପୁର ଓ ତୁଷାର କପୁର ମଧ୍ୟ ପୂର୍ବରୁ ଆଇଭିଏଫ୍‌ ଟେକ୍‌ନୋଲୋଜି ଦ୍ୱାରା ପିତାମାତା ହୋଇସାରିଛନ୍ତି ।

  • Related Posts

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଖୁବଶୀଘ୍ର ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଘରକୁ ଆସିବେ କୁନି ଅତିଥି । ମାଆ ହେବେ ଜାଗୃତି ଶୁକ୍ଲା । ବିବାହର ବର୍ଷେ ପରେ ଏହି ଦମ୍ପତି ଖୁସି ଖବର ଦେଇଛନ୍ତି । ନବରାତ୍ରୀର ପ୍ରଥମ ଦିନରେ ଏହି ଗୁଡ୍ ନ୍ୟୁଜ୍…

    Continue reading
    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    କେନ୍ଦ୍ରାପଡା: ଦୀର୍ଘ ୩୫ ବର୍ଷର ଆଶା, ଅପେକ୍ଷା ଓ ଦୁଃଖର ଅନ୍ତ ଘଟିଛି । ୩୫ ବର୍ଷ ଧରି ନିଖୋଜ ଥିବା ପ୍ରମିଳା ମଲିକ ଶେଷରେ ଆପଣାର ମାଟି ଓ ପରିବାର ନିକଟକୁ ଫେରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି