ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଭଦ୍ରକ ଗସ୍ତ

ଭଦ୍ରକ : ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଭଦ୍ରକ ଗସ୍ତ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଏହା ପ୍ରଥମ ଭଦ୍ରକ ଗସ୍ତ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏହାସହ ସଭାସ୍ଥଳରେ ତନତନ କରି ଯାଞ୍ଚ କରାଯାଉଛି । ତେବେ ଜିଲ୍ଲା ପ୍ରଶାସନର ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଅପରାହ୍ନ ୩ ଟା ୪୫ରେ ଜଗଦଲପୁର ସ୍କୁଲ ପଡ଼ିଆରେ ପହଞ୍ଚିବେ। ସେଠାରୁ ବାହାରି ସଭାସ୍ଥଳରେ ୪ ଟା ୫ରେ ପହଞ୍ଚିବେ। ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହ ଅନେକ ନୂଆ ପ୍ରକଳ୍ପର ଘୋଷଣା କରିବେ ବୋଲି ସୂଚନା ମିଳିଛି। ଏହାପରେ ୫ଟା ୨୦ ମିନିଟ୍‌ରେ ସଭସ୍ଥଳିରୁ ବାହାରିବା ନେଇ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କର ଭଦ୍ରକ ଜିଲ୍ଲାରୁ ପ୍ରଥମ ଗ୍ରସ୍ତ ଥିବାରୁ ଜିଲ୍ଲା ପାଇଁ ଅନେକ ଗୁଡିଏ ନୂଆ ପ୍ରକଳ୍ପ ପାଇଁ ଘୋଷଣା ହୋଇପାରେ ବୋଲି ଜିଲ୍ଲାବାସୀ ଆଶା ରଖିଛନ୍ତି।

  • Related Posts

    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading
    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ