ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ବାପା ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କର ପରଲୋକ ହୋଇଯାଇଛି। ଦୀନବନ୍ଧୁ ଭୁବନେଶ୍ୱରର ଲୋୟର ପିଏମଜିରେ ସରକାରୀ ବାସଭବନରେ ରହୁଥିଲେ।ଗତକାଲି ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍‌ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହା ପରେ ଦୀନବନ୍ଧୁଙ୍କ ପାର୍ଥିବ ଶରୀରକୁ ତାଙ୍କ ଜନ୍ମମାଟି ରାଇକଳା ନିଆଯାଇଥିଲା। ତାଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ରାଇକଳାରେ ପହଞ୍ଚିଥିଲେ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ