ଭୁବନେଶ୍ବର: ଆସନ୍ତା ମେ’ ମାସ ୫ ତାରିଖରୁ ଆରମ୍ଭ ହେବ ପିଜି ପ୍ରବେଶିକା ପରୀକ୍ଷା।୫ ମେ’ ୨୦୨୬ ରିଖ ଠାରୁ ୧୬ ମେ’ ୨୦୨୬ ରିଖ ପର୍ଯ୍ୟନ୍ତ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଷ୍ଟେଟ ସିଲେକ୍ସନ ବୋର୍ଡ଼ (ଏସଏସବି) ପକ୍ଷରୁ CPET ପ୍ରବେଶିକା ପରୀକ୍ଷା ସୂଚୀ ପ୍ରକାଶିତ ହୋଇଛି।
ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ
ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…




