ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ ୨୬ କି.ମିରେ ମେଟ୍ରୋ ଚଳାଚଳ ଆରମ୍ଭ ହେବ । ଏପରିକି ୨୦ଟି ଷ୍ଟେଶନରେ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟର ବାର୍ତ୍ତା ରହିବ ବୋଲି ଅପରାଜିତା କହିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୧୩ଟି ଟ୍ରେନ ଚାଲିବାକୁ ଥିବା ବେଳେ ପ୍ରତ୍ୟେକ ଟ୍ରେନରେ ୩ଟି କୋଚ ରହବ। ପ୍ରତ୍ୟେକ ଦିନ ୯୫ ହଜାର ଲୋକ ଯିବାର କ୍ଷମତା ରହିବ ବୋଲି ଅପରାଜିତା ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ପ୍ରକଳ୍ପ ପାଇଁ ଆବଶ୍ୟକୀୟ ୯୨ ଏକର ଜମି ମିଳି ସାରିଛି। ଆଉ ୧୫ ଏକର ଖୁବଶୀଘ୍ର ଯୋଗାଇ ଦିଆଯିବ। ପ୍ରକଳ୍ପ ନେଇ ମୋଟ ୬ ହଜାର ୨୫୬ କୋଟି ଟଙ୍କା ଖର୍ଚ୍ଚ ନେଇ ଆକଳନ ହୋଇଛି। ପ୍ରଥମ ପର୍ଯ୍ୟାୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପରେ କେନ୍ଦ୍ରର ସହାୟତା ଦରକାର କି ନାହିଁ ଜଣାଯିବ ବୋଲି ଅପରାଜିତ କହିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ