ମୋକିମଙ୍କ ନୂଆ ଦଳ ଲୋକାର୍ପିତ : ସୋଫିଆ ଉପସ୍ଥିତ

ଭୁବନେଶ୍ଵର: ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ ଏହାର ମୂଳଦୂଆ ପଡ଼ିଛି। ମହମ୍ମଦ ମୋକିମଙ୍କ ନେତୃତ୍ବରେ ନୂଆ ଆଞ୍ଚଳିକ ଦଳର ଲୋକାର୍ପଣ ହୋଇଛି। ଏହି ଅବସରରେ ପ୍ରଦର୍ଶନୀ ପଡ଼ିଆରେ ଶହ ଶହ ସମର୍ଥକଙ୍କ ଗହଳି ଦେଖିବାକୁ ମିଳିଥିଲା। ସମାବେଶ ସ୍ଥଳରେ ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ମଧ୍ୟ ଉପସ୍ଥିତ ରହିଥିଲେ। ତେବେ ଏହି ନୂଆ ଦଳର ମଙ୍ଗ କିଏ ଧରିବେ ଏବଂ ପ୍ରତିଷ୍ଠାତା ସଭାପତି କିଏ ହେବେ? ତାକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।

  • Related Posts

    bjp focus on gen-z ଜେନ ଜିଙ୍କୁ ସାଙ୍ଗରେ ଧରି ଆଗେଇବ ବିଜେପି

    ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଜେନ୍-ଜିଙ୍କୁ ନେଇ ଚର୍ଚ୍ଚା ଜୋର । ସବୁ ରାଜନୈତିକ ଦଳ ଜେନ-ଜିଙ୍କୁ ନିଜ ସପକ୍ଷରେ ରଖିବା ପାଇଁ ଆରମ୍ଭ କରି ଦେଇଛନ୍ତି କସରତ । ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ ଗୋଟିଏ ପାଦ ଆଗକୁ ଯାଇ…

    Continue reading
    ବିଜୁ ଜନତା ଦଳର ଏସସି ସେଲ୍ ପୁନର୍ଗଠିତ

    ଭୁବନେଶ୍ବର : ବିଜୁ ଜନତା ଦଳ ପକ୍ଷରୁ ଦଳର ଅନୁସୂଚିତ ଜାତି (SC) ସେଲ୍କୁ ନୂତନ ଭାବେ ପୁନର୍ଗଠିତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନୂତନ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି । ଦଳର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ