ମୋଦୀଙ୍କୁ ଭେଟିଲେ ମନମୋହନ

ଭୁବନେଶ୍ୱର: ମୋଦୀଙ୍କୁ ଭେଟିଲେ ମନମୋହନ । ନୂଆଦିଲ୍ଲୀ ସ୍ଥିତ ସଂସଦ ଭବନ କାର୍ୟ୍ୟାଳୟରେ ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଯାହର ଫୋଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି ମନମୋହନ । ସାର୍ଥକ ସାକ୍ଷାତ ସମୟରେ ଓଡ଼ିଶାର ସମଗ୍ର ଉନ୍ନତି ସହିତ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ସମ୍ପୂର୍ଣ୍ଣ ଆଲୋଚନା ହେଇଥିବା ସେ କହିଛନ୍ତି ।
ମନମୋହନ କହିଛନ୍ତି, ରାଜ୍ୟର ପ୍ରଗତିକୁ ତ୍ୱରାନ୍ୱିତ କରିବା ଓ ଜନସାଧାରଣଙ୍କ ମଙ୍ଗଳକାମନାରେ ନିଷ୍ଠାପୂର୍ଣ୍ଣ ପ୍ରୟାସକୁ ଆଗେଇ ନେବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମୂଲ୍ୟବାନ ଉପଦେଶ ଓ ପ୍ରେରଣା ପାଇଲି । ତାଙ୍କର ଦୃଢ଼ ନେତୃତ୍ୱ ଓ ଦେଶସେବାରେ ପ୍ରତିବଦ୍ଧତା ଆମ ସମସ୍ତଙ୍କ ପାଇଁ ଅପାର ପ୍ରେରଣା । ଓଡ଼ିଶାର ସମୃଦ୍ଧି ଓ ଲୋକମାନଙ୍କ ଉନ୍ନତି ପାଇଁ ଆମେ ସମସ୍ତେ ଏକତ୍ରିତ ହୋଇ କାମ କରିବାକୁ ପ୍ରତିବଦ୍ଧ ।

  • Related Posts

    ଇଣ୍ଡି ମେଣ୍ଟ ବୈଠକରେ ବିଜେଡି ସାଂସଦ

    ଭୁବନେଶ୍ୱର: ଇଣ୍ଡି ମେଣ୍ଟ ସହ ବିଜେଡିର ହୋଇଛି କି ଅଘୋଷିତ ଡିଲ୍ ? ସାଂସଦ ମାନସ ମଙ୍ଗରାଜଙ୍କ ଫଟୋକୁ ନେଇ ବଢ଼ିଲା ଚର୍ଚ୍ଚା। ଇଣ୍ଡି ମେଣ୍ଟ ବୈଠକରେ ସାମିଲ ହୋଇଥିଲେ ମାନସ ମଙ୍ଗରାଜ। ସଂସଦରେ ନାରୀ ବନ୍ଦନ ଅଧିନିୟମ ଓ ସୀମା…

    Continue reading
    ବିଜେପି ନେତୃତ୍ୱାଧୀନ ଏନଡିଏକୁ ଲାଗିଛି ବଡ଼ ଝଟକା

    ନୂଆଦିଲ୍ଲୀ: ଲୋକସଭାରେ ବିଜେପି ନେତୃତ୍ୱାଧୀନ ଏନଡିଏକୁ ଲାଗିଛି ବଡ଼ ଝଟକା। ଲୋକସଭାରେ ଏନଡିଏ ସରକାର ମହିଳା ସଂରକ୍ଷଣ ବିଲ୍ ପାରିତ କରିବାରେ ବିଫଳ ହୋଇଛି। ୧୩୧ତମ ସମ୍ବିଧାନ ବିଲ୍ ଜରିଆରେ କେନ୍ଦ୍ର ସରକାର ତତ୍କାଳ ମହିଳା ସଂରକ୍ଷଣ ବିଲ ଲାଗୁ କରିବାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ