ଯୁବତୀଙ୍କୁ ଉଠାଇ ନେଲେ

ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବଜାରରେ ।
ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଅଞ୍ଚଳର ଯୁବତୀ ବାପା-ମା’ଙ୍କ ସହିତ ଶୁକ୍ରବାର ସନ୍ଧ୍ୟା ସମୟରେ କପ୍ତିପଦା ବଜାର ଯାଇଥିଲେ । ହେଲେ ଝିଅ ଯେତେବେଳେ ଦୋକାନ ବାହାରକୁ ଆସିଥିଲେ ସେହି ସମୟରେ ଅଚାନକ ୪ ଜଣ ଯୁବକ ବାଇକରେ ମାସ୍କ ପିନ୍ଧି ଆସି ଜବରଦସ୍ତ ଯୁବତୀଙ୍କୁ ଉଠାଇ ନେଇଗଲେ । ବାପା-ମା’ ବିରୋଧ କରିବାରୁ ଜୀବନରୁ ମାରିଦେବାର ଧମକ ଦେଇ ଅପହରଣ କରି ନେଇ ଚାଲି ଯାଇଛଥିଲେ । ଯାହାକୁ ନେଇ ଯୁବତୀଙ୍କ ପରିବାର ଲୋକେ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ପୋଲିସ ଏବେ ପର୍ୟ୍ୟନ୍ତ ଯୁବତୀଙ୍କୁ ଉଦ୍ଧାର କରିପାରିନାହିଁ କିମ୍ବା କୌଣସି ପତ୍ତା ପାଇ ପାରିନାହିଁ । ଯାହାକୁ ନେଇ ପରିବାର ଲୋକେ ବାରମ୍ବାର ଥାନାର ଦ୍ୱାରସ୍ଥ ହୋଇଛନ୍ତି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ