ଯୁବତୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ

ନିଶ୍ଚିନ୍ତକୋଇଲି : ରାଜ୍ୟ ରାଜପଥ କଡ଼ରେ ଯୁବତୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ। ପୁରୁଷ ବନ୍ଧୁଙ୍କ ସହ କାରରେ ବସିଥିବା ବେଳେ ଟେକିନେଲେ ଦୁର୍ବୃତ୍ତ। ମଙ୍ଗଳବାର ବିଳମ୍ଵିତ ରାତିରେ କଟକ ଚାନ୍ଦବାଲି ରାଜ୍ୟ ରାଜପଥ କଡ଼ରେ ଜଣେ ଯୁବତୀକୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଗଭୀର ଆଲୋଡ଼ନ ସୃଷ୍ଟି କରିଛି।

ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ା ଜିଲ୍ଲା ଗୋପ ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କର ଜଣେ ସମ୍ପର୍କୀୟ ଏକ କାରରେ ବସିଥିଲେ। ଏହି ସମୟରେ କିଛି ଅସାମାଜିକ ବ୍ୟକ୍ତିବିଶେଷ କାରର କାଚ ଭାଙ୍ଗି ଯୁବତୀ ଜଣକୁ ଟେକିନେଇ ଗଣଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି। ଖବର ପାଇ ନିଶ୍ଚିନ୍ତକୋଇଲି ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବତୀ ଓ ତାଙ୍କର ସମ୍ପର୍କୀୟ ବନ୍ଧୁଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖିଛନ୍ତି। ଦୁର୍ବୃତ୍ତମାନେ ଘଟଣା ଘଟାଇବା ପରେ ଫେରାର ହୋଇଯାଇଥିବା ଜଣାପଡିଛି।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ