ରାଉଣ୍ଡ ୧୯: ବିଜେପି ୯୨୯୪୭, ବିଜେଡି ୨୯୦୨୬, କଂଗ୍ରେସ ୩୦୬୩୪

ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ତେବେ ବର୍ତ୍ତମାନର ଟ୍ରେଣ୍ଡ ଅନୁସାରେ ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆ ରେକର୍ଡ ବିଜୟ ମୁଖେ ଅଗ୍ରସର ହେଉଛନ୍ତି । ରାଉଣ୍ଡ-୧୯ ସୁଦ୍ଧା ବିଜେପି ୬୩ ହଜାର ୯୨୧ଟି ଭୋଟରେ ଆଗୁଆ ଅଛି । ରାଉଣ୍ଡ-୧୯ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୯୨୯୪୭ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୨୯୦୨୬ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୩୦୬୩୪ଟି ଭୋଟ ମିଳିଛି ।

  • Related Posts

    ସରପଞ୍ଚରୁ ଭାଜପା ଜିଲ୍ଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା

    ଗୀତାଞ୍ଜଳିଙ୍କୁ ନୂଆ ଦାୟିତ୍ୱ, ମହିଳା ସଂଗଠନ ସୁଦୃଢ଼ କରିବାକୁ ନୂଆ ଆଶା” ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) କନ୍ଧମାଳ ଜିଲ୍ଲା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ…

    Continue reading
    ପିଏମ୍ କେୟାର୍ସ ପାଣ୍ଠିକୁ ଘରୋଇ ଦାନ ହ୍ରାସ

    ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ