ରାଜଧାନୀରେ ଦୁର୍ଘଟଣା ଘଟାଇଲା ଆମ ବସ୍

ଭୁବନେଶ୍ୱର: ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଜୟଦେବବିହାର ଓ ଆଚାର୍ୟ୍ୟବିହାର ମଧ୍ୟରେ ଦୁର୍ଘଟଣା । ବାଇକ୍ ଆରୋହୀଙ୍କୁ ପଛରୁ ଧକ୍କା ଦେଲା ଆମ ବସ୍ । ବାଇକ୍ ଚାଳକଙ୍କ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଗୁରୁତର ଯୁବକ ଜଣକ ଭଦ୍ରକର ରଶ୍ମିରଞ୍ଜନ ପଣ୍ଡା ବୋଲି ଜଣାପଡିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା । ବସ୍ କାଚ ଭାଙ୍ଗିଦେଲେ ଉତ୍ୟକ୍ତ ଲୋକେ । ଘଟଣାସ୍ଥଳରସହିଦ ନଗର ଥାନା ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିବା ବେଳେ ବସ୍‌କୁ ଜବତ କରିଥିବା ସୂଚନା ମିଳିଛି।

  • Related Posts

    ଏସକର୍ଟ ଗାଡ଼ିକୁ ହଟାଇଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକୁ ସ୍ୱୀକାର କରି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ପାଇଲଟ ଓ ଏସକର୍ଟ ଗାଡି ଗୁଡିକୁ ହଟେଇ ଦେଇଛନ୍ତି। ଆଜିଠାରୁ ସଚିବାଳୟ ଯିବା କିମ୍ବା ଅନ୍ୟାନ୍ୟ…

    Continue reading
    ଏଣିକି ଆପାର୍ଟମେଣ୍ଟର ସାଧାରଣକ୍ଷେତ୍ର ଏବଂ ସୁବିଧାଗୁଡ଼ିକ ପାଇଁ ମାତ୍ର ୫୦,୦୦୦ଟଙ୍କା ଷ୍ଟାମ୍ପ ଦେୟ

    ଭୁବନେଶ୍ବର: ଭାରତୀୟ ଷ୍ଟାମ୍ପ (ଓଡ଼ିଶା ସଂଶୋଧନ) ଅଧ୍ୟାଦେଶ ସମ୍ପର୍କିତ ବିଜ୍ଞପ୍ତି ଓଡ଼ିଶା ଗେଜେଟ୍‌ରେ ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ପୂର୍ବରୁ ପ୍ରଚଳିତ ଥିବା ଆପାର୍ଟମେଣ୍ଟ୍ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳୀକରଣ କରିବା ପାଇଁ ଓ ସରକାରଙ୍କ ରାଜସ୍ବ ଆଦାୟକୁ ସୁରକ୍ଷିତ କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ