ରାଜଧାନୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଗ୍ୟାସ ଦୋକାନରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ରାଜଧାନୀ ଭୁବନେଶ୍ୱରରେ ଅଟଳା ଅଞ୍ଚଳରେ ଘଟିଥିବା ଶୁକ୍ରବାର ସାମ୍ନାକୁ ଆସିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଟଳା ଅଞ୍ଚଳରେ ଥିବା ଗ୍ୟାସ୍‌ ଦୋକାନରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଯୁବକଙ୍କୁ ହତ୍ୟା କରି କେହି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

  • Related Posts

    ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

    ୧୦/୦୪/୨୦୨୬,ଅନୁଗୋଳ:ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

    Continue reading
    ରାଜଧାନୀର ୩ଟି ମନ୍ଦିରରୁ ହୋଇଛି ସିରିଜ ଲୁଟ୍

    ଭୁବନେଶ୍ୱର: ମନ୍ଦିରରୁ ସୁନା ମୂର୍ତ୍ତି ନେଇଗଲେ ଡକାୟତ । କୋଟି କୋଟି ଟଙ୍କାର ଠାକୁରଙ୍କୁ ଚୋରି କରି ନେଇଗଲେ ଲୁଟେରା । କୌଣସି ଉପାନ୍ତ ଗାଁ ନୁହେଁ ରାଜଧାନୀ ଛାତି ଉପରେ ହୋଇଛି ଏଭଳି ଲୁଟ୍ । ଗୋଟିଏ କି ଦୁଇଟି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ