ରାଜସ୍ଥାନ ସିକରରେ ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ଵର: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ୍। ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଲେ ସିକର ଜିଲ୍ଲା ମାଜିଷ୍ଟ୍ରେଟ୍। ଗତକାଲି ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲ୍ଲାପାଳ। ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଅନୁରୋଧ କରିଥିଲେ ଜିଲ୍ଲାପାଳ।

ରାଜସ୍ଥାନ ସିକରରେ ଆଜି ରଥଯାତ୍ରା ହୋଇଥାନ୍ତା। ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଥିଲା । ରାଜସ୍ଥାନର ସିକର ଜିଲ୍ଲାପାଳଙ୍କୁ ଉପ-ମୁଖ୍ୟ ପ୍ରଶାସକଙ୍କ ଚିଠି ଲେଖିଥିଲେ। ଏଥିସହିତ ରାଜସ୍ଥାନର ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଚିଠି ଲେଖିଥିଲେ। ଏହାପରେ ସିକର ଜିଲ୍ଲା ମାଜିଷ୍ଟ୍ରେଟ୍ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ରଥଯାତ୍ରା ରୋକିବାକୁ ସିକର ତହସିଲଦାର ଖାଟୁଶ୍ୟାମ ମଣ୍ଡଳକୁ ଅନୁରୋଧ କରିଛନ୍ତି। ସନାତନ ଧର୍ମ ଓ ପରମ୍ପରା ଅନୁଯାୟୀ ରଥଯାତ୍ରା ପାଳନ ପାଇଁ ଅନୁରୋଧ କରିଛନ୍ତି।

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ