ରାଜ୍ୟ କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି ବୈଠକ

ଭୁବନେଶ୍ଵର: ରାଜ୍ୟ କଂଗ୍ରେସ ଭବନରେ ବଡ଼ ବୈଠକ। ପ୍ରଭାରୀ ଲାଲଜି ଦେଶାଇଙ୍କ ଅଧ୍ୟକ୍ଷତାରେ ରାଜନୈତିକ ବ୍ୟାପାର କମିଟି ବୈଠକ ବସିଛି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ଦାସ, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ବିଶ୍ୱରଞ୍ଜନ ମହାନ୍ତି, ସସ୍ମିତା ବେହେରା, ରାମଚନ୍ଦ୍ର କାଡମ, ସୁରେଶ ରାଉତରାୟଙ୍କ ସମେତ ସମସ୍ତ ବିଧାୟକ ମଧ୍ୟ ଉପସ୍ଥିତ ଅଛନ୍ତି।

କେଉଁ ସବୁ ରାଜନୈତିକ ପ୍ରସ୍ତାବ ପାରିତ ହୋଇଛି ଓ ତାହା କେତେ ପ୍ରତିଫଳିତ ହୋଇଚି ତାହା ଉପରେ ଏହି ବୈଠକରେ ଆଲୋଚନା ହେବ। ଆଗକୁ PAC କଣ ପ୍ରସଙ୍ଗ ହାତକୁ ନେବ ? ସେ ନେଇ ମଧ୍ୟ ପ୍ରଭାରୀ ମତାମତ ନେଉଛନ୍ତି। ବିଧାୟକ ଦଳ ସହିତ ପିସିସି, ବରିଷ୍ଠ , PAC ସହିତ ପିସିସିର ସମନ୍ଵୟ ସମ୍ପର୍କରେ ମଧ୍ୟ ବ୍ୟାପକ ଆଲୋଚନା ହେବ। ସରକାରୀ ବିଫଳତାକୁ ନେଇ କଂଗ୍ରେସ କିଭଳି ଆଗକୁ ବଢ଼ିବ ଓ କେଉଁ ପ୍ରସଙ୍ଗ ଧରି ଲୋକଙ୍କ ପାଖକୁ ଯିବ ସେନେଇ ନେତାଙ୍କ ଠାରୁ ପ୍ରଭାରୀ ମତ ନେବେ। ଯେହେତୁ ଜିଲ୍ଲା ସଭାପତିଙ୍କ ସହିତ ବ୍ୟକ୍ତିଗତ ଭାବରେ 1-2-1 ସରିଛି ତେଣୁ ଆଜିର PAC ଓ ସିନିୟର୍ ଲିଡରଙ୍କ ବୈଠକକୁ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ