ରାଜ୍ୟଙ୍କୁ ମିଳିବ ୨୦% ଅତିରିକ୍ତ ଗ୍ୟାସ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭାରତରେ ଏଲପିଜି ସମସ୍ୟା ସୃଷ୍ଟି ହୋଇଛି ।ଏହାରି ମଧ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୨୩ରୁ କମର୍ସିଆଲ ଏଲପିଜି ଯୋଗାଣକୁ ବଢ଼ାଇଛନ୍ତି। ରାଜ୍ୟକୁ ମିଳିବ ଅତରିକ୍ତ ୨୦ ପ୍ରତିଶତ ଗ୍ୟାସ। ଫଳରେ ପ୍ରିକାଇସିସ ସ୍ତର ୫୦ ପ୍ରତିଶତ କରାଯାଇଛି।

ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଅନୁଯାୟୀ, ଏହି ଅତିରିକ୍ତ ୨୦ ପ୍ରତିଶତ ଏଲପିଜି ପ୍ରାଥମିକତା ଭିତ୍ତିରେ ଯୋଗାଇ ଦିଆଯିବ। ବିଶେଷ କରି ଏହାର ସର୍ବାଧିକ ଆବଶ୍ୟକତା ଥିବା ସ୍ଥାନ ରେଷ୍ଟୁରାଣ୍ଟ, ଢାବା, ହୋଟେଲ, ଶିଳ୍ପ କ୍ୟାଣ୍ଟିନ, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଦୁଗ୍ଧ ୟୁନିଟ୍, ସରକାରୀ ସବସିଡିଯୁକ୍ତ କ୍ୟାଣ୍ଟିନ, କମ୍ୟୁନିଟି କିଚେନଙ୍କ ସୁବିଧା ପାଇଁ କରାଯାଇଛି। ଏହା ସହ ପ୍ରବାସୀ ଶ୍ରମିକଙ୍କ ପାଇଁ ୫ କିଲୋଗ୍ରାମ ସିଲିଣ୍ଡର ମଧ୍ୟ ଯୋଗାଇ ଦିଆଯିବ। ଏଲପିଜି ପାଇବା ପାଇଁ ପଞ୍ଜୀକରଣ ଆବଶ୍ୟକ ହେବ ।

  • Related Posts

    ଅଧିନାୟକ ପଦ ଛାଡିଲେ ହରମନପ୍ରୀତ

    ନୂଆଦିଲ୍ଲୀ : ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦ ଛାଡିଛନ୍ତି। ସେ ମଙ୍ଗଳବାର ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ଏହା ଘୋଷଣା କରିଛନ୍ତି। ସ୍ମୃତି ମନ୍ଧାନା ନୂତନ ଅଧିନାୟକ ଭାବରେ ହରମନପ୍ରୀତଙ୍କ ସ୍ଥାନ ନେବେ ବୋଲି…

    Continue reading
    ବ୍ୟାରିକେଡ୍ ଉପରେ ଚଢି ଆକାଶବାଣୀ ଭବନରେ ପଶିଲେ ରାହୁଲ

    ନୂଆଦିଲ୍ଲୀ:  ବିରୋଧି ସାଂସଦଙ୍କ ‘ସେଭ ଡେମୋକ୍ରାସି’ ମାର୍ଚ୍ଚ ମଙ୍ଗଳବାର ସକାଳେ ସଂସଦ ଭବନରୁ ଆରମ୍ଭ ହୋଇଥିଲା। ନିର୍ବାଚନ ସଦନ (ଇସିଆଇ) ମୁଖ୍ୟାଳୟ ଆଡକୁ ବଢିଥିଲା, କିନ୍ତୁ ଦିଲ୍ଳୀ ପୋଲିସ ରାସ୍ତାରେ ବ୍ୟାରିକେଡ୍ କରି ପଦଯାତ୍ରାକୁ ରୋକିଥିଲା। ରୋକିବା ପରେ କଂଗ୍ରେସ ସାଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ