ରାଜ୍ୟର ୩ କୋଟି ଲୋକଙ୍କୁ ଦିଆଯିବ ସ୍ବାସ୍ଥ୍ୟ କାର୍ଡ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ କାର୍ଡ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ ହେବ। ରାଜ୍ୟର ୩ କୋଟି ଲୋକଙ୍କୁ ସ୍ବାସ୍ଥ୍ୟ କାର୍ଡ ଦିଆଯିବ। ମିଶନ ମୋଡ୍‌ରେ ହେଲ୍‌ଥ କେୟାର ସିଷ୍ଟମ ଆଗକୁ ନେଉଛୁ। ରାଜ୍ୟରେ ଉଭୟ ଆୟୁଷ୍ମାନ ଓ ଗୋପବନ୍ଧୁ କାର୍ଡରେ ଚିକିତ୍ସା ହେବ। ଲୋକଙ୍କୁ ଇନ୍‌ସ୍ୟୁରାନ୍ସ ନୁହେଁ ଆସ୍ୟୁରାନ୍ସ ମୋଡ୍‌ରେ ଚିକିତ୍ସା ମିଳିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
ଗଣମାଧ୍ୟମକୁ ସୂଚନାଦେଇ ମନ୍ତ୍ରୀ ମହାଲିଙ୍ଗ କହିଛନ୍ତି, ରାଜ୍ୟରେ ଖୁବ୍‌ଶୀଘ୍ର ଉଭୟ ଆୟୁଷ୍ମାନ ଏବଂ ଗୋପବନ୍ଧୁ କାର୍ଡ ଲାଗୁହେବ। ଆଗକୁ କେବଳ ସ୍ବାସ୍ଥ୍ୟ କାର୍ଡ ଦିଆଯିବ। ଗତ ସରକାର ସମୟରେ ବିଏସ୍‌କଓ୍ବୋଇ କାର୍ଡରେ ମାତ୍ର ୯୫୬ ହସ୍ପିଟାଲରେ ଚିକିତ୍ସା ହେଉଥିଲା। ଏବେ ଦେଶର ୨୭ ହଜାର ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିପାରିବ ବୋଲି ମହାଲିଙ୍ଗ କହିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ