ରାଜ୍ୟରେ ୫ କୋଭିଡ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତ ବଢ଼ିବା ଆରମ୍ଭ କରିଛି । ଗତ କିଛି ଦିନ ତଳେ ରାଜଧାନୀ ଭୁବନେଶ୍ୱରରୁ ଜଣେ ଦିଲ୍ଲୀ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏବେ ପୁଣି ୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି । ଭୁବନେଶ୍ୱରରୁ ୪ଜଣ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ଜଣ ପୁରୁଷ ଓ ଜଣେ ମହିଳା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଥିରେ ବଢୁଥିବାରୁ ସମୟ ଥାଉ ଥାଉ ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର । ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ସମସ୍ତ ରାଜ୍ୟ ସହ ଭିଡିଓ କନଫରେନସିଂ ଜରିଆରେ କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏବେ ସଂକ୍ରମଣ ବଢୁଥିବାରୁ ରାଜ୍ୟମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ