ରାହୁଲ ଗାନ୍ଧୀ ଠେଲିଦେଲେ: ପ୍ରତାପ

ଭୁବନେଶ୍ୱର:ରାହୁଲ ଗାନ୍ଧୀ ଠେଲି ଦେଲେ । ସେଥିପାଇଁ ମୁଁ ତଳେ ପଡ଼ିଗଲି । ଏଭଳି ଅଭିଯୋଗ କରିଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ।
ସଂସଦର ସିଢ଼ିରୁ ପଡ଼ିଯାଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହରେ ଥିବାବେଳେ ସିଢ଼ିରୁ ପଡ଼ିଯାଇଛନ୍ତି ପ୍ରତାପ ଷଡ଼ଙ୍ଗୀ । ରାହୁଲ ଗାନ୍ଧୀ ଠେଲି ଦେବାରୁ ସେ ପଡ଼ିଯାଇଥିବା ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ।
ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଇଥିଲେ । ମୁଁ ଛିଡ଼ା ହୋଇଥିଲି । ଆଉ ସମ୍ପୃକ୍ତ ସାଂସଦ ମୋ ଉପରେ ପଡ଼ିଗଲେ ବୋଲି ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ।ତେବେ ତଳେ ପଡ଼ିଯିବାରୁ ଶ୍ରୀ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତୁରନ୍ତ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

  • Related Posts

    ଟୋଲ୍‌ ପ୍ଲାଜାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଟଙ୍କା ସଂଗ୍ରହ

    ନୂଆଦିଲ୍ଲୀ,03/04/2026: ଚଳିତ ମାସ ୧୦ରୁ ଦେଶର ୧୧୫୦ରୁ ଅଧିକ ‌ଟୋଲ୍‌ ପ୍ଲାଜାରେ ନଗଦ କାରବାର ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କେବଳ ଡିଜିଟାଲ୍‌ ପେମେଣ୍ଟ୍‌ ଗ୍ରହଣ କରାଯିବ। ଜାତୀୟ ରାଜପଥରେ ଥିବା ସମସ୍ତ ଟୋଲ୍‌ ପ୍ଲାଜାରେ ନଗଦ କାରବାର ବନ୍ଦ କରିବାକୁ ସରକାର…

    Continue reading
    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ