ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼ : ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ମାଡି ବସିଛି।

ଭୂୟାଁ ସହକର୍ମୀଙ୍କର ବକେୟା ଥିବା ୫ ଲକ୍ଷ ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଉଥିଲେ। ତେବେ ସହକର୍ମୀ ଜଣକ ଏହି ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସକୁ ଜଣାଇବା ପରେ ଆରମ୍ଭ ହୋଇଥିଲା ପ୍ରକ୍ରିୟା ଏବଂ ଲାଞ୍ଚ ନେବା ସମୟରେ ସେ ଧରା ପଡ଼ିଥିଲେ। ଏହାପରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ପ୍ରିନ୍ସିପାଲଙ୍କ ୨ଟି ସ୍ଥାନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଚଢ଼ାଉ ଚାଲିଛି।

Related Posts

ଆଶ୍ରମ ପରିଦର୍ଶନ ପାଇଁ ୫ କୋଟି ଟଙ୍କା ନେବା ଦାବୀ ଖଣ୍ଡନ କଲେ ବିରାଟ କୋହଲି

ନୂଆଦିଲ୍ଲୀ: ବିରାଟ କୋହଲିଙ୍କୁ ବୃନ୍ଦାବନରେ ଥିବା ଆଧ୍ୟାତ୍ମିକ ଗୁରୁ ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ଆଣିବା ପାଇଁ ୫ କୋଟି ଟଙ୍କା ଦିଆଯାଇଥିଲା ବୋଲି ଫଲାହାରୀ ମହାରାଜ ଦିନେଶ ଶର୍ମା ଅଭିଯୋଗ କରିବା ପରେ ବିରାଟ କୋହଲିଙ୍କ ମୁଖପାତ୍ର ଏହି ଅଭିଯୋଗଗୁଡ଼ିକୁ “ସମ୍ପୂର୍ଣ୍ଣ…

Continue reading
ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ