ଲୁଟିନେଲେ ୧୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଓ ଟଙ୍କା

ସୋର :ଭୁଜାଲିରେ ଆକ୍ରମଣ କରି ଲୁଟିନେଲେ ୧୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଓ ଟଙ୍କା। ଗତକାଲି ବିଳମ୍ବିତ ରାତିରେ ସିମୁଳିଆ ଥାନା ଅନ୍ତର୍ଗତ ବାଟି ପଂଚାୟତ ବଣଗଡିଆ ଗାଁରେ ବ୍ୟବସାୟୀ ଆନନ୍ଦ ବେହେରାଙ୍କ ଘରେ ୫ରୁ ୬ ଦୁର୍ବୃତ୍ତ ବାଇକରେ ଆସି ଘର ପଛ ପଟୁ ଛାତ ଉପରେ ଚଢି ଘର ଭିତରକୁ ପଶିଥିଲେ । ଘରେ ପରିବାର ଲୋକ ଶୋଇଥିବା ବେଳେ ଦୃବୁର୍ତ୍ତ ମାନେ ପ୍ରଥମେ ମୋବାଇଲ ଗୁଡିକ ଆଣି ଭାଙ୍ଗି ଦେଇଥିଲେ। ପରେ ଭୁଜାଲିରେ ପୁଅ ରତିକାନ୍ତଙ୍କ ହାତକୁ ଆକ୍ରମଣ କରି ଆଲମିରା ଭାଙ୍ଗି ୧୦ଲକ୍ଷରୁ ଉର୍ଦ୍ଧ ଟଙ୍କା ସମେତ ସୁନା ରୁପା ଅଳଙ୍କାର ଲୁଟ କରି ଫେରାର ହୋଇଯାଇଥିଲେ ।ଆକ୍ରମଣରେ ରତିକାନ୍ତ ଗୁରୁତର ହୋଇ ପ୍ରଥମେ ସିମୁଳିଆ ପରେ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ