ଲୁଟ୍ ବିସ୍ଫୋରକ ଜବତ, ଝାଡ଼ଖଣ୍ଡ ସୀମାରୁ ମିଳିଥିଲା ସୂଚନା

ରାଉରକେଲା : ସୁନ୍ଦରଗଡ଼ ବାଙ୍କୋ ଅଞ୍ଚଳରୁ ଲୁଟ୍ ହୋଇଥିଲା ବିସ୍ଫୋରକ ଲୁଟ୍‌ର ୩ ଦିନ ପରେ ଜବତ ହୋଇଛି । ଏହି ବିସ୍ଫୋରକ ମାଓବାଦୀ ମାନେ ଲୁଟି ନେଇଥିଲେ । ତେବେ ଲୁଟ୍ ହୋଇଥିବା ବିସ୍ଫୋରକ ଜବତ ହୋଇଥିବା ସୂଚନା ମିଳିଛି । ଝାଡ଼ଖଣ୍ଡ ସିଂହଭୂମ ତିରଲପୋଷିରୁ ଏହା ଜବତ ହୋଇଥିବା ସୂଚନା ରହିଛି ।

ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ଲୁଟ୍ ବିସ୍ଫୋରକ ମିଳିଥିବା ସୂଚନା ମିଳିଛି । ସୁନ୍ଦରଗଡ଼ କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣିରୁ ୨୦୦ ପେଟି ବିସ୍ଫୋରକ ଲୁଟ୍ ହୋଇଥିଲା ।

ଲୁଟ୍ ଘଟଣାର ତଦନ୍ତ ପାଇଁ ଗଠନ ହୋଇଥିଲା SIT ଟିମ୍ । ରାଉରକେଲା ଆଡ଼ିସନାଲ ଏସ୍‌ପିଙ୍କ ନେତୃତ୍ବରେ ଟିମ୍‌ ଗଠନ ହୋଇଥିଲା । ଟିମ୍‌ରେ ଥିଲେ ୪ ଜଣ ଅଫିସର । ରାଉରକେଲା ଆଡିସନାଲ ଏସ୍‌ପି, ବଣାଇ SDPO ଏବଂ ଦୁଇ ପୋଲିସ ଇନ୍ସପେକ୍ଟର ଟିମ୍‌ରେ ସାମିଲ ଥିଲେ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ