ଶଙ୍କର ପୃଷ୍ଟି ଗିରଫ

ଭୁବନେଶ୍ୱର:ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର ମୁଖ୍ୟ ଅଭିଯୁକ୍ତ ଥିଲା ଶଙ୍କର ପୃଷ୍ଟି । ଘଟଣାରେ ଗିରଫଙ୍କ ସଂଖ୍ୟା ୧୦ କୁ ବୃଦ୍ଧି ପାଇଛି । ପଞ୍ଚ ସଫ୍ଟର ମୁଖ୍ୟ ବ୍ରହ୍ମପୁରର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି । ଶଙ୍କରକୁ ଟ୍ରାଞ୍ଜିଟ ରିମାଣ୍ଡରେ ଅଣାଯାଉଛି ।

  • Related Posts

    ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ

    ଯାଜପୁର ସଦର: ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ସୂଚନା ଅନୁସାରେ, ସୋମବାର ରାତିରେ ଯାଜପୁର ସହରର…

    Continue reading
    ମାନସିକ ବିକାରଗସ୍ତ ଯୁବତୀକୁ ଦୁଷ୍କର୍ମ

    ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ଗ୍ରାମରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମାନସିକ ବିକାରଗସ୍ତ ଯୁବତୀକୁ ସେହି ଗ୍ରାମର ଜନୈକ ଯୁବକ ବଳପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୁଲିସ ଘଟଣାରେ ଏକ ମାମଲା ରୁଜୁ ଅଭିଯୁକ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ