ସକ୍ରିୟ ଲଘୁଚାପ: ୧୯ ତାରିଖ ପର୍ୟ୍ୟନ୍ତ ବର୍ଷା!

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୫ଦିନ ପର୍ୟ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ୟ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟ ମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ