ସମ୍ବଲପୁର ଧନୁପାଲିରେ ଏନ୍‌କାଉଣ୍ଟର

ସମ୍ବଲପୁର : ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ମହମଦ ସାମଦକୁ ଏନକାଉଣ୍ଟର କଲା ଧନୁପାଲି ପୋଲିସ । ସାମଦର ବାମ ଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ସାମଦକୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମଙ୍ଗଳବାର ରାତିରେ ଆସୱାକ୍ ଖାନ ନାମ ଜଣେ ବ୍ୟକ୍ତିଙ୍କୁ ସାମଦ ଓ ତାର ଭାଇ ଓ୍ବାସିମ ଛୁରାମାଡ କରି ହତ୍ୟା କରିଥିଲେ । ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ସେମାନେ ଗୁଳିଚାଳନା କରିଥିଲେ । ପୋଲିସର ପାଲଟା ଗୁଳିରେ ଆହତ ହୋଇଛି ସାମଦ । ତାର ଭାଇ ଓ୍ବାସିମ ଫେରାର ଅଛି । ଘଟଣାସ୍ଥଳରୁ ପୋଲିସ ଗୋଟିଏ ପିସ୍ତଲ, ୩ଟି ଖୋକା ଓ ଗୋଟିଏ ବାଇକ ଜବତ କରିଛି । ଏନକାଉଣ୍ଟର ପରେ ଆହତ ଅଭିଯୁକ୍ତକୁ ଭୀମସାରରେ ଭର୍ତ୍ତି କରାଯାଇଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ