ସମ୍ବଲପୁରୀ ଦିନ୍, ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ଆଜି ହେଉଛି ସମ୍ବଲପୁରୀ ଦିନ୍। ଏହି ଅବସରରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ର୍ ବାଟ୍ କାଢୁଆଲ୍ ସ୍ୱର୍ଗତ ଗୁରୁଶ୍ରୀ ସତ୍ୟନାରାୟଣ ବହିଦାର ଆଜ୍ଞା ଙ୍କର୍ ଜନମ୍ ଦିନ୍ “ସମ୍ବଲପୁରୀ ଦିନ୍” ଅବ୍‌ସର୍ ଥି ସମ୍’ଙ୍କୁ ଗୁର୍ଦ୍ଦୁଟେ ଶୁଭେଚ୍ଛା ଆର୍ ଅଭିନନ୍ଦନ୍ । “ସମ୍ବଲପୁରୀ ଦିନ୍‌”ର ମୂଲ୍ କଥା ହେଉଛେ, ନିଜର୍ ଭାଷା, ନିଜର୍ ସାହିତ୍ୟ, ନିଜର୍ ସଂସ୍କୃତି କେ ନେଇ କରି ଗର୍ବିତ୍ ପରିଚଏ ବନାବାର୍ ପ୍ରୟାସ୍ । ଆସୁନ୍‌, ଆମେ ସଭେ ମିଶିକରି ଇ ମହାନ୍ ସାଂସ୍କୃତିକ ପୁରା ଦୁନିଆ ଥି ପ୍ରଚାର୍‌-ପ୍ରସାର୍ କର୍‌ମା । ମାଁ ସମ୍‌ଲେଇକଁର୍ ଆଶୀର୍ବାଦ୍ ‘ସଭିଁକଁର୍ ଉପ୍‌ରେ ସଦାବେଲେ ଥାଉ, ଇଟା ହିଁ ମୋର୍ କାମନା ।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ