ସରକାର ଦେଲେ ଚେତାବନୀ : ବଦଳି ପାଇଁ ଚାପ ପକାଇଲେ ଆକ୍ସନ

ଭୁବନେଶ୍ୱର : ଏଣିକି କୌଣସି କର୍ମଚାରୀ ବଦଳି କିମ୍ବା ପୋଷ୍ଟି ପାଇଁ ଚାପ ପକାଇବେ ନାହିଁ । ସେଭଳି କଲେ ସେମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବଦଳି କିମ୍ବା ପୋଷ୍ଟିଂ ସରକାର ମେରିଟ ହିସାବରେ କରିଥା’ନ୍ତି । କିନ୍ତୁ ଅନେକ ଏଥିପାଇଁ ଚାପ ପକାଉଥିବା ଦେଖିବାକୁ ମିଳିଛି । ସେମାନଙ୍କୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସତର୍କ କରିଦେଇଛନ୍ତି । ସବୁ ବିଭାଗକୁ ଏନେଇ ପତ୍ର ଲେଖିଛନ୍ତି । ଯେଉଁମାନେ ଏଭଳି କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ଚେତାବନୀ ଦିଆଯାଇଛି ।

Related Posts

ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

Continue reading
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ