ସରକାର ଯେତିକି ଡେରି କରିବେ ସେତିକି ବ୍ୟାକଫୁଟକୁ ଯିବେ : ପ୍ରତାପ ଦେବ

ଭୁବନେଶ୍ବର:ବର୍ତ୍ତମାନ ସୁଦ୍ଧା ବିଧାନସଭା ନୋଟିସ ଆସି ସାରିବା କଥା। ଅଗଷ୍ଟରେ ବିଧାନସଭା ଆରମ୍ଭ ହେବା କଥା। ହେଲେ ଏଯାଏଁ କିଛି ହେଲା ନାହିଁ। ତେଣୁ ଏଥିରୁ ଜଣା ପଡୁଛି ସରକାର ବିଧାନସଭାକୁ ଡରୁଛନ୍ତି। ତେଣୁ ସେ ବିଧାନସଭା ଡାକୁ ନାହାନ୍ତି ‌ବୋଲି ବିରୋଧୀ ଦଳ ଉପନେତା ପ୍ରତାପ କେଶରୀ ଦେବ ଶାସକ ଦଳ ବିରୁଦ୍ଧରେ ଅଭିଯୋଗ ଆଣିଛନ୍ତି। ସରକାର ଯେତିକି ଡେରି କରିବେ ସେତିକି ବ୍ୟାକଫୁଟକୁ ଯିବେ। ରାଜ୍ୟରେ ମହିଳା ସୁରକ୍ଷିତ ନୁହଁନ୍ତି। ପ୍ରତିଦିନ ଆଇନ ଶୃଙ୍ଖଳାକୁ ନେଇ ଅନେକ ପ୍ରସଙ୍ଗ ଆସୁଛି।ତାକୁ ଡରି ସରକାର ବିଧାନସଭା ଡାକୁ ନାହାନ୍ତି ବୋଲି ସେ କହିଛନ୍ତି।

ସେହିପରି ମେଟ୍ରୋ ପ୍ରକଳ୍ପ ନେଇ ସେ କହିଛନ୍ତି, ଓଡ଼ିଶା ସରକାର ଭୁବନେଶ୍ୱର ମେଟ୍ରୋ ଚୁକ୍ତିନାମା ବାତିଲ କରିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ