ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ପୂଜା ଭେଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ୬ ମାସର ସମ୍ମାନ ରାଶି ମଞ୍ଜୁର କରିଛନ୍ତି। ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ନିମନ୍ତେ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ ଯେ, ପିଛିଲା ୨୦୨୬ ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ; ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ। ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚମାନେ ୪ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପାଇବେ।

  • Related Posts

    ଭୁବନେଶ୍ୱରରେ ଧରାପଡ଼ିଲା ହାଇଡ୍ରୋପୋନିକ୍ ଗଞ୍ଜେଇ

    ଭୁବନେଶ୍ୱର: ବ୍ୟାଙ୍କକ୍‌ରୁ ଆସୁଥିଲା ହାଇଡ୍ରୋପୋନିକ୍ ଗଞ୍ଜେଇ । ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ବେଳେ ଧରାପଡ଼ିଲା ନିଶାଦ୍ରବ୍ୟ ଚାଲାଣ। ୪ ଜଣ ଯାତ୍ରୀଙ୍କଠାରୁ ପ୍ରାୟ ୧.୮୫ କୋଟି ଟଙ୍କା ମୂଲ୍ୟର ୫.୨୯୧ କିଲୋଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି। ଡିଆରଆଇ ଓ କଷ୍ଟମ୍ସ…

    Continue reading
    ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି