ସାପ କାମୁଡାରେ ମାଆ, ପୁଅ ମୃତ

ବଣାଇ: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ବଡଚୂଆଁ ଗାଁ ଆଜି ଭୋରୁ ସାପ କାମୁଡାରେ ମା’ ପୁଅଙ୍କର ମୃତ୍ୟୁ ହୋଇଛି। ବଡଚୁଆଁ ଗାଁର ରଥ କୁଲୁ ଘରେ ଖଟିଆରେ ଶୋଇଥିବାବେଳେ ତାଙ୍କ ସ୍ତ୍ରୀ ତୁଳସୀ କୁଲୁ ଏବଂ ଚାରି ବର୍ଷର ଶିଶୁ ପୁତ୍ର ଅବିନାଶ ତଳେ ଶୋଇଥିଲେ। ଭୋର ୩ଟା ବେଳେ ଏକ ବିଷାକ୍ତ ସାପ ମା’ ପୁଅଙ୍କୁ କାମୁଡ଼ି ଦେଇଥିଲା।

ସାପ କାମୁଡି ଦେଇ ଥିବା ଜାଣି ପାରି ତୁଳସୀ ଙ୍କ ସ୍ବାମୀ ଉଭୟଙ୍କୁ ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଶିଶୁ ପୁତ୍ରର ମୃତ୍ୟୁ ବଣାଇ ଡାକ୍ତରଖାନା ରେ ହୋଇଥିବା ବେଳେ ତୁଳସୀଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନା ପଠା ଯାଇଥିଲା। ଚିକିତ୍ସା ପାଇଁ ଯାଉଥିବା ବେଳେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

  • Related Posts

    ଆଜିଠୁ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ, ୧୭ ତାରିଖ ଯାଏ ଚାଲିବ

    ଭୁବନେଶ୍ୱର,: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ  ଆନୁକୁଲ୍ୟରେ ରାଜ୍ୟବ୍ୟାପୀ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା’ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ…

    Continue reading
    ହୀରାକୁଦ: ଖୋଲିଲା ଆଉ ୪ ଗେଟ୍

    ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ପାଇଁ ବଢ଼ିଲା ଜଳସ୍ତର । ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ