ସାରଙ୍କ ମାଡ଼ରେ ଛାତ୍ର ମୃତ

ଭୁବନେଶ୍ୱର : ପ୍ରଧାନ ଶିକ୍ଷକଙ୍କ ମାଡରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ଗଡ଼ପଦର ସ୍କୁଲ ହଷ୍ଟେଲରେ ଛାତ୍ର ଗଙ୍ଗା ଜାନିଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ବାପା ଟିନୋ ଜାନି ଅଭିଯୋଗ କରିଛନ୍ତି । ଗଙ୍ଗାଙ୍କର ପିଠି, ଗୋଡ ଓ ଛାତିରେ ମାଡମରା ଦାଗ ରହିଥିଲା । ଜୟପୁର ସଦର ଥାନାରେ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏତଲା ଦିଆଯାଇଛି । ଏହାକୁ ନେଇ ଉତ୍ତେଜନା ଲାଗିଥିବାବେଳେ ଲୋକେ ଜୟପୁର ସଦର ଥାନା ଘେରାଉ କରିଛନ୍ତି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ