ସିଡିଏର ୧୮ ଜଣ କର୍ମଚାରୀଙ୍କ ଦରମା ବନ୍ଦ

କଟକ : ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା। ଆକ୍ସନ ମୁଡ୍‌ରେ କଟକ ଉନ୍ନୟନ କର୍ତ୍ତୃପକ୍ଷ ସଚିବ। ଡ୍ୟୁଟିରେ ଥାଇ ଅଫିସ୍ ନଆସିବାରୁ ସିଡିଏର ୧୮ ଜଣ କର୍ମଚାରୀଙ୍କ ଦରମା ବନ୍ଦ। ଶୁକ୍ରବାର ସାଢେ ୧୧ଟା ସୁଦ୍ଧା ୧୮ ଜଣ କର୍ମଚାରୀ ଅଫିସରେ ପହଞ୍ଚି ନଥିବାରୁ ସେମାନଙ୍କର ଗୋଟିଏ ଦିନର ଦରମା ବନ୍ଦ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ ସଚିବ।

ଏନେଇ କଟକ ଉନ୍ନୟନ କର୍ତ୍ତୃପକ୍ଷ ସଚିବ ଶ୍ୱେତ କୁମାର ଦାସ କହିଛନ୍ତି ଯେ, ସମସ୍ତ କର୍ମଚାରୀଙ୍କୁ ଠିକ୍ ୧୦ଟା ପୂର୍ବରୁ ଅଫିସରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିଛି ଦିନ ମଧ୍ୟ ସେମାନଙ୍କୁ ଏନେଇ ସଚେତନ କରାଯାଇଥିଲା। ଏହା ସତ୍ତ୍ଵେ ଅନେକ କର୍ମଚାରୀ ନିଜ କାର୍ୟ୍ୟଶୈଳୀରେ କୌଣସି ପରିବର୍ତ୍ତନ କରିନଥିଲେ। ଫଳରେ ଆଜି ବାଧ୍ୟ ହୋଇ ସେ ଏହି କାର୍ୟ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ବୋଲି କହିଛନ୍ତି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ