ସିମେଣ୍ଟ ମିକ୍ସର-କାର ମଧ୍ୟରେ ଧକ୍କା, ୧୧ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର କଲ୍ୟାଣ-ଅହଲ୍ୟାନଗର ରାଜପଥରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଏକ ଡମ୍ଫର ଓ ଏକ କାର୍ ମଧ୍ୟରେ ଭୀଷଣ ଧକ୍କା ହେବା ଫଳରେ ୧୧ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଜଣେ ବ୍ୟକ୍ତି ଅତ୍ୟନ୍ତ ଗମ୍ଭୀର ଭାବରେ ଆହତ ହୋଇଛନ୍ତି। ଆଜି ସକାଳ ୧୧ଟା ସମୟରେ କଲ୍ୟାଣ ଓ ମୁରବାଡ ମାର୍ଗ ମଧ୍ୟରେ ଏହି ଭୟଙ୍କର ସଡକ ଦୁର୍ଘଟଣା ଘଟିଛି।

ଏହି ଘଟଣା ସଂକ୍ରାନ୍ତରେ ଖବର ପାଇ ଟିଟୱାଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁତର ଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାରଟି ସମ୍ପୂର୍ଣ୍ଣ ଚୁନା ହୋଇଯାଇଛି। କୁହାଯାଉଛି ଯେ, କାର୍‌ରେ ମୋଟ ୧୨ ଜଣ ଯାତ୍ରୀ ଥିଲେ। ଏହି କାରଟି ମୁରବାଡ ଯାଉଥିଲା।

  • Related Posts

    bullet proof jacketମାୟାବତୀ-ଅଖିଳେଶଙ୍କ ସମେତ ୪୪ ନେତାଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍

    ନୂଆଦିଲ୍ଲୀ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ ସରକାର ରାଜନେତାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୁରକ୍ଷା ସମୀକ୍ଷା ଏବଂ ଗୁଇନ୍ଦା ସୂଚନା ଆଧାରରେ, ଯୋଗୀ ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏବଂ ଅଖିଳେଶ ଯାଦବଙ୍କ…

    Continue reading
    bjp ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ

    ନୂଆଦିଲ୍ଲୀ: ବିଜେପି ନବନିଯୁକ୍ତ ପଦାଧିକାରୀ ବୈଠକ। ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ ପ୍ରଥମ ବୈଠକ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ନୂଆ ଟିମ୍ ର ସଦସ୍ୟମାନେ ସାଙ୍ଗଠନିକ କାର୍ୟ୍ୟକ୍ରମ ଓ ଆଗାମୀ ରଣନୀତି ନେଇ ଆଲୋଚନା କରିବେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ