ସିରିଜ ଦୁର୍ଘଟଣା: ୧୦ ଆହତ

ଭଦ୍ରକ: ଭଦ୍ରକ ୧୬ ନମ୍ୱର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ଛତାବର ନିକଟରେ ସିରିଜ ଦୁର୍ଘଟଣା । ଟାଟାରୁ ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସଟି ଛତାବର ନିକଟରେ ଟାୟାର ବଦଳାଇଥିବା ବେଳେ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରୀଙ୍କ ବସକୁ ପଛରୁ ପିଟିଲା ବାଲି ବୋଝେଇ ହାଇଓ୍ବା । ପଛକୁ ବାଲି ବୋଝେଇ ହାଇଓ୍ବାକୁ କଣ୍ଟେନର ଧକ୍କା ଦେଇଥିଲା । ଦୁର୍ଘଟଣାରେ ୧୦ ରୁ ଅଧିକ ଆହତ ହୋଇଛନ୍ତି । ଗୁରୁତର ଓ ଆହତକୁ ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ୫ଜଣ ଙ୍କୁ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ