ସୁଭଦ୍ରାରେ ୧୫୭ ପୁରୁଷଙ୍କ ଆବେଦନ

ଭୁବନେଶ୍ୱର: ମହିଳା ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି । ତେବେ ଏହି ଯୋଜନାରେ ପୁରୁଷ ବି ଆବେଦନ କରିବା ଭଳି ତଥ୍ୟ ସାମନାକୁ ଆସିଛି । ସୁଭଦ୍ରାରେ ୧୫୭ଜଣ ପୁରୁଷ ଆବେଦନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏହି ସୂଚନା ଦେଇଛନ୍ତି । ତେବେ ଆବେଦନ କରିଥିବା ସମ୍ପୃକ୍ତ ୧୫୭ଜଣ ପୁରୁଷଙ୍କୁ ବାଦ ଦିଆଯାଇଛି । ଆଧାର କାର୍ଡର ବ୍ୟାଙ୍କ ଲିଙ୍କ ଡାଟା ଆସିବା ପରେ ପୁରୁଷଙ୍କ ଆବେଦନ ସମ୍ପର୍କରେ ଜଣାପଡ଼ିଥିଲା । ଭୁଲବଶତଃ ସେମାନେ ଆବେଦନ କରିଥିବେ, ଜଣାପଡ଼ିବା ପରେ ସେମାନଙ୍କୁ ବାଦ ଦିଆଯାଇଛି ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।

ଅନ୍ୟପକ୍ଷରେ ରାଜ୍ୟ ବାହାରେ ଥିଲେ ବି ସୁଭଦ୍ରା ପାଇପାରିବେ, ଆବେଦନ କରନ୍ତୁ। ଗଞ୍ଜାମ , ଦେବଗଡ ଏବଂ ପଶ୍ଚିମ ଓଡିଶାର ବହୁ ମହିଳା ରାଜ୍ୟ ବାହାରେ ଅଛନ୍ତି। ପ୍ରବାସୀ ମହିଳା ମାନେ କିପରି ସୁଭଦ୍ରା ଟଙ୍କା ପାଇବେ , ସେ ନେଇ ସରକାର ଚେଷ୍ଟା କରୁଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ