ସୁରେଶ ପନ୍ତ ପିସିସିଏଫ୍‌

ଭୁବନେଶ୍ବର: ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ୍‌ ପଦବିରେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
୧୯୯୦ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ସେ ୧୯୮୮ ବ୍ୟାଚର ଆଇଏଫଏସ ଅଧିକାରୀ ଦେବୀଦତ୍ତ ବିଶ୍ୱାଳଙ୍କ ସ୍ଥାନ ନେଇଛନ୍ତି। ଓଡ଼ିଶା ସରକାରଙ୍କ ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛନ୍ତି।

ବର୍ତ୍ତମାନ ସୁରେଶ ପନ୍ତ ଓଡ଼ିଶା ବନ ଉନ୍ନୟନ ନିଗମ (ଓଏଫ୍‌ଡିସି)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବରେ କାର୍ୟ୍ୟରତ ଅଛନ୍ତି। ଏହି ପଦବିରେ ସେ ୨୦୨୧ ସେପ୍ଟେମ୍ବର ଠାରୁ ତୁଲାଇ ଆସୁଛନ୍ତି।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ