ସୁଲତାଙ୍କ ପୋଷ୍ଟକୁ ନେଇ ବଢ଼ିଲା ବିବାଦ, କ୍ୟାପିଟାଲ ଥାନାରେ ବିଜେପିର ଏତଲା

ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କ ବିରୋଧରେ ଥାନାରେ ବିଜେପିର ଏତଲା। ଫ୍ଲାଗ୍ କୋଡ୍ ଉଲ୍ଲଂଘନ ସହ ଏଆଇ ଫଟୋର ଅପବ୍ୟବହାର କରି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ କରାଯାଇଥିବା ବିଜେପି ଅଭିଯୋଗ କରିଛି। ଏକ ଏଆଇ ନିର୍ମିତ ଫଟୋରେ ଜାତୀୟ ପତାକାକୁ ଭୁଲ୍ ଭାବେ ପ୍ରଦର୍ଶିତ କରି ଅରୁଚିକର ପୋଷ୍ଟ କରାଯାଇଥିବା ଅଭିଯୋଗ ହୋଇଛି।

ଏହାକୁ ନେଇ ସୁଲତା ଦେଓଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେପି। ଏନେଇ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ବିଜେପି ପକ୍ଷରୁ କୁହାଯାଇଛ। ଅନ୍ୟପଟେ ବିଜେପିର ଅଭିଯୋଗ ଉପରେ ସୋସିଆଲ୍ ମିଡିଆରେ ଜବାବ ରଖିଛନ୍ତି ସୁଲତା ଦେଓ।

  • Related Posts

    ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟ ବିଜେପି ସଭାପତି

    ଭୁବନେଶ୍ବର : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ତିରୋଧାନ ଦିବସ । ଭୁବନେଶ୍ୱର ଏମ୍ସ ପରିସରରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ…

    Continue reading
    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ