ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର : ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ