ସ୍ତ୍ରୀକୁ ମାରି ସ୍ଵାମୀର ଆତ୍ମସର୍ମପଣ

ସ୍ତ୍ରୀକୁ ହତ୍ୟା ପରେ ଥାନାରେ ଆତ୍ମସର୍ମପଣ କଲା ସ୍ଵାମୀ
ପୁରୀ: ପୁରୀ ତାଳବଣିଆ ଥାନା ସିଦ୍ଧ ମହାବୀର ଚମାର ସାହିରେ ଅଘଟଣ। ସ୍ତ୍ରୀକୁ ମାରି ଆତ୍ମସର୍ମପଣ କଲା ସ୍ଵାମୀ। ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଥିଲା। ପ​‌ରେ ତାଳବଣିଆ ଥାନାରେ ଆତ୍ମସର୍ମପଣ କରିଥିଲା ଅଭିଯୁକ୍ତ ସ୍ଵାମୀ। ବର୍ତ୍ତମାନ ପର୍ୟ୍ୟନ୍ତ ହତ୍ୟାର କାରଣ ଜଣାପଡିନଥିବାବେଳେ ପାରିବାରିକ କଳହରୁ ଏଭଳି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି। ତାଳବଣିଆ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ