ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ମୃତଦେହ ଛାଡି ପଳାଇଲା ସ୍ବାମୀ । ଏପରି ଏକ ଅଭାବନୀୟ ଖବର ଆସିଛି ରାଜଧାନୀ ଭୁବନେଶ୍ବର ଅଞ୍ଚଳରୁ । ସ୍ତ୍ରୀର ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ଗୁପ୍ତେଶ୍ବର ବେହେରା ମୃତଦେହକୁ ନେଇ କ୍ୟାପିଟାଲ ହସ୍ପିଟାଲ ଯାଇଥିଲେ । ଆଉ ସେଠାରେ ମୃତଦେହକୁ ଛାଡି ପଳାଇଥିବା ଅଭିଯୋଗ ହୋଇଛି ।

ସୂଚନା ଥାଉକି, ରବିବାର ରାତିରେ ରାଜଧାନୀରେ ହତ୍ୟାକାଣ୍ଡ । ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା କରିଛି ସ୍ୱାମୀ । ରବିବାର ରାତିରେ କୌଣସି କାରଣ କୁ ନେଇ ସ୍ୱାମୀ ସ୍ତ୍ରୀ ମଧ୍ୟରେ ଝଗଡା ହୋଇଥିଲା । ପରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ହତ୍ୟା ପରେ ସ୍ତ୍ରୀ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲା ସ୍ୱାମୀ । ହସ୍ପିଟାଲରେ ଛାଡି ଛୁ ମାରିଥିବା ଅଭିଯୋଗ । ଘଟଣା ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା ପୋଲିସ ।

  • Garvita Odia

    Related Posts

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ହେବା ଘଟଣାରେ କଂଗ୍ରେସ କମିଟି ଗଠନ କରାଯାଇଛି । ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସସ୍ମିତା ବେହେରାଙ୍କ ନେତୃତ୍ୱରେ ୬ ଜଣିଆ କମିଟି…

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    କୋକସରା: କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆମପାଣି ଥାନା ଅଞ୍ଚଳର ଜଣେ…

    Leave a Reply

    Your email address will not be published. Required fields are marked *

    You Missed

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର