ସ୍ଥଗିତ ହେଲା ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି । ଆସନ୍ତାକାଲି ଅର୍ଥାତ ଶନିବାର ଅମିତ ଶାହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା ।

୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଆସିଥାନ୍ତେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗୁରୁବାର ଏନେଇ ସୂଚନା ଦେଇଥିଲେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ତେବେ କଳିଙ୍ଗ ଷ୍ଟାଡିୟମ କାର୍ୟ୍ୟକ୍ରମରେ ଅମିତ ଶାହ ଯୋଗଦେଇ ପାରନ୍ତି ବୋଲି ତୋମାର କହିଥିଲେ ।

ପୂର୍ବରୁ କୁହାଯାଇଥିଲା ଯେ ଅମିତ ଶାହ ବୁର୍ଲା ଭିମ୍‌ସାର୍‌ ସୁପର ସ୍ପେସାଲିଟି ହସ୍ପିଟାଲ୍‌ ଉଦ୍‌ଘାଟନ କରିବେ । ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହା ସମ୍ବଲପୁର ଆସି ପ୍ରଥମେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ପରେ ଭିନ୍ନ ଭିନ୍ନ ୪ଟି କାର୍ୟ୍ୟକ୍ରମରେ ଯୋଗଦେବା କାର୍ୟ୍ୟକ୍ରମ ରହିଥିବା ସୂଚନା ଦିଆଯାଇଥିଲା ।

  • Related Posts

    ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟ ବିଜେପି ସଭାପତି

    ଭୁବନେଶ୍ବର : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ତିରୋଧାନ ଦିବସ । ଭୁବନେଶ୍ୱର ଏମ୍ସ ପରିସରରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ