ହଟିଲା ଆୟକର ବିଲ୍‌ ୨୦୨୫ ଆସିବ ନୂଆ ବିଧେୟକ

ଭୁବନେଶ୍ଵର:ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫କୁ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତ୍ୟାହାର କରିଛନ୍ତି। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହି ଆୟକର ବିଲ୍‌କୁ ଆଗତ କରିଥିଲେ। ଏହା ବଦଳରେ ଆଉ ଏକ ନୂଆ ବିଧେୟକ ଆସନ୍ତା ୧୧ ତାରିଖରେ ଆଗତ କରାଯିବ। ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ଗଠିତ ମନୋନୟନ କମିଟିର ସୁପାରିସ କ୍ରମେ ଉକ୍ତ ବିଲ୍‌ରେ କିଛିଟା ପରିବର୍ତ୍ତନ କରାଯାଇଛି। ନୂଆ ରୂପରେ ଏହି ବିଲ୍‌କୁ ଆସନ୍ତା ସୋମବାର ଆଗତ କରାଯିବ ତେଣୁ ପୁରୁଣା ବିଲ୍ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର।

  • Related Posts

    ୨୫ ତାରିଖ ସୁଦ୍ଧା ରାଜ୍ୟରେ ଶକ୍ତିଶ୍ରୀ କେନ୍ଦ୍ର ସ୍ଥାପନ

    ଭୁବନେଶ୍ଵର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଶକ୍ତିଶ୍ରୀ କେନ୍ଦ୍ର ସ୍ଥାପନ କରିବା ସହ ଶକ୍ତିଶ୍ରୀ ସାଥୀ ଉଚ୍ଚ ଶିକ୍ଷାନୁଷ୍ଠାନରେ ନିଯୁକ୍ତି କରିବାକୁ ବିଭାଗର ନିର୍ଦେଶକ କାଳୀପ୍ରସନ୍ନ ମହାପାତ୍ର ସମସ୍ତ…

    ରାଜ୍ୟରେ ୨୦ଟି ନୂଆ ସାଇବର ଥାନା ପ୍ରତିଷ୍ଠା ହେବ

    ଭୁବନେଶ୍ଵର:ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା