ହଟିଲା ଆୟକର ବିଲ୍‌ ୨୦୨୫ ଆସିବ ନୂଆ ବିଧେୟକ

ଭୁବନେଶ୍ଵର:ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫କୁ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତ୍ୟାହାର କରିଛନ୍ତି। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହି ଆୟକର ବିଲ୍‌କୁ ଆଗତ କରିଥିଲେ। ଏହା ବଦଳରେ ଆଉ ଏକ ନୂଆ ବିଧେୟକ ଆସନ୍ତା ୧୧ ତାରିଖରେ ଆଗତ କରାଯିବ। ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ଗଠିତ ମନୋନୟନ କମିଟିର ସୁପାରିସ କ୍ରମେ ଉକ୍ତ ବିଲ୍‌ରେ କିଛିଟା ପରିବର୍ତ୍ତନ କରାଯାଇଛି। ନୂଆ ରୂପରେ ଏହି ବିଲ୍‌କୁ ଆସନ୍ତା ସୋମବାର ଆଗତ କରାଯିବ ତେଣୁ ପୁରୁଣା ବିଲ୍ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ