ହାଇକୋର୍ଟ ଗେଟ୍ ଆଗରେ ଗାଡ଼ି ପୋଡି ପାଉଁଶ

କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ସୂଚନା ଅନୁସାରେ, ଗୋଟିଏ ସ୍କୁଟି, ଦୁଇଟି ବାଇକ ଓ ଗୋଟିଏ ସ୍କର୍ପିଓ ପୋଡି ପାଉଁଶ ହେଇଯାଇଛି । ଖବର ପାଇ ଅଗ୍ନିଶମ ଟିମ ଘଟଣା ସ୍ଥଳରେ ପହଞ୍ଚି ନିଆକୁ ଲିଭାଇବାରେ ସକ୍ଷମ ହୋଇଛନ୍ତି । ହେଲେ ସେତେବେଳକୁ ଗାଡ଼ି ପୋଡି ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ଏଭଳି ଜନଗହଲି ସ୍ଥାନରେ ନିଆଁ ଲାଗିବା ଏକ ବିପଦ ଜନକ ଅବସ୍ଥା ସୃଷ୍ଟି କରିଛି । ଅନ୍ୟପଟେ ନିଆଁ ଲାଗିବା ଘଟଣାରେ ଏକ ତଦନ୍ତ ହେଉ ବୋଲି ଗାଡି ମାଲିକ କହିଛନ୍ତି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ