ହାତୀ ସଚେତନତା ପାଇଁ ରେଟୁଡି ଓ କୁର୍ମିଙ୍ଗିଆ ଅଞ୍ଚଳରେ ଲାଗିଲା ସାଇରନ୍

ଜି ଉଦୟଗିରି, 04।09: ଜି ଉଦୟଗିରି ବନ ବିଭାଗ ଆଉ ଏକ ପାଦ ଆଗକୁ ଯାଇ ରେଟୁଡି ଓ କୁର୍ମୀଙ୍ଗିଆ ଅଞ୍ଚଳରେ ଅଞ୍ଚଳବାସୀଙ୍କୁ ସଚେତନ କରାଇବା ପାଇଁ ଦୁଇଟି ସାଇରନ ଲଗାଇଛି। ବିବରଣୀରୁ ପ୍ରକାଶ ଯେ ହାତୀ ଉପଦ୍ରବ ଅଞ୍ଚଳରେ ହାତୀ ଆସିଲେ ଅଞ୍ଚଳବାସୀ ଖବର ଦେବା ପରେ ସାଇରନ ବାଜିବ। ୨ କିମି ପର୍ଯ୍ୟନ୍ତ ସାଇରନ ବାଜିବ ଫଳରେ ଅଞ୍ଚଳବାସୀ ସଚେତନ ହେବା ସହ ସୁରକ୍ଷିତ ରହିବେ। ଉକ୍ତ ସାଇରନ ଦ୍ଵାରା ଆଉ ଡ଼ାକବାଜି ଯନ୍ତ୍ର ଯୋଗେ ସଚେତନତାର ଆବଶ୍ୟକ ରହିବ ନାହିଁ। ଯାହା ଫଳରେ ତୁରନ୍ତ ଅଞ୍ଚଳବାସୀଙ୍କ ପାଖରେ ଖବର ପହଞ୍ଚିବା ସହ ସଚେତନ ରହିବେ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ