ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୫.୩୧ ଫୁଟ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୧ଟି ଗେଟ୍ ଏବଂ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୮ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୫.୩୧ ଫୁଟ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୪୧ ହଜାର ୨୫୨ କ୍ୟୁସେକ୍ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି ୨ ଲକ୍ଷ ୬୮ ହଜାର ୪୬୯ କ୍ୟୁସେକ୍ ଜଳ ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ