HIRAKUD DAM ହୀରାକୁଦ:୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍‌ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬ ହଜାର ୩୫୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୩୯ ହଜାର ୩୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଖୋଲା ରହିଥିବା ୮ଟି ଗେଟ୍ ମଧ୍ୟରୁ ବାମ ପାର୍ଶ୍ୱର ୫ଟି ଏବଂ ଦକ୍ଷିଣ ପାର୍ଶ୍ୱର ୩ଟି ଗେଟ୍ ରହିଛି।

ହୀରାକୁଦର ଉପରମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ଜଳଭଣ୍ଡାରକୁ ଜଳ ପ୍ରବେଶର ମାତ୍ରା ସାମାନ୍ୟ ହ୍ରାସ ପାଇଛି। ଏହାକୁ ଆଶ୍ୱସ୍ତିକର ଖବର ବୋଲି କୁହାଯାଉଛି। ଅନ୍ୟପକ୍ଷରେ, ତଳମୁଣ୍ଡର ମୁଣ୍ଡଳୀଠାରେ ମଧ୍ୟ ଜଳପ୍ରବାହ କ୍ରମାଗତ ଭାବେ ହ୍ରାସ ପାଉଛି। ବର୍ତ୍ତମାନ ମୁଣ୍ଡଳୀଠାରେ ଜଳପ୍ରବାହ ୨ ଲକ୍ଷ ୯ ହଜାର ୫୩୬ କ୍ୟୁସେକ୍ରେ ପହଞ୍ଚିଛି।

  • Related Posts

    BMC ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍

    ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସରେ BMCର ବଡ଼ ଘୋଷଣା। ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍। ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ ହୋଇଛି ବଡ଼ ଯୋଜନା। ଆଜି ସ୍ୱାୟତ୍ତ ଶାସନ ଦିବସରେ ଏଭଳି ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ।…

    Continue reading
    mao dump ୩ଟି ମାଓ ଡମ୍ପ ଠାବ, ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ

    ମାଲକାନଗିରି: ଛତିଶଗଡ଼ ପୁଲିସକୁ ବଡ଼ ସଫଳତା। ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଠାବ ହେଲା ୩ଟି ମାଓ ଡମ୍ପ । ସୁକୁମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ବେଲପେଚା ଜଙ୍ଗଲରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ କରିବା ବେଳେ ଠାବ ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ