ୟୁକ୍ରେନ ଉପରେ ରୁଷ ପକ୍ଷରୁ ୮୦୫ଟି କ୍ଷେପଣାସ୍ତ୍ର ଆକ୍ରମଣ

କିବ୍ : ଗତକାଲି ରାତିରେ ୟୁକ୍ରେନ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛି ରୁଷ । ରାତିସାରା ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ବର୍ଷା ଅନେକ ଅଞ୍ଚଳକୁ ଧ୍ୱଂସ କରିଦେଇଛି। ଏକ ରିପୋର୍ଟ ଅନୁସାରେ ଗୋଟିଏ ରାତିରେ ରୁଷ ପକ୍ଷରୁ ପ୍ରାୟ ୮୦୫ଟି କ୍ଷେପଣାସ୍ତ୍ର ଓ ୧୩ଟି ଡ୍ରୋନ ନିକ୍ଷେପ କରାଯାଇଥିଲା । ଏହି ଆକ୍ରମଣରେ ଜଣେ ଶିଶୁ ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ ଆହତ ହୋଇଥିବା ଜଣାଯାଇଛି।ଏହି ଆକ୍ରମଣ ଯୋଗୁଁ ୟୁକ୍ରେନର କ୍ୟାବିନେଟ୍ ମୁଖ୍ୟାଳୟରେ ମଧ୍ୟ ନିଆଁ ଲାଗିଥିଲା । ଯୁଦ୍ଧ ଆରମ୍ଭ ହେବା ପରଠାରୁ ପ୍ରଥମ ଥର ପାଇଁ ଏକ ସରକାରୀ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି। ସରକାରଙ୍କ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ କୋଠାର ଉପର ମହଲା ଏବଂ ଛାତ ଗୁରୁତର ଭାବରେ କ୍ଷତିଗ୍ରସ୍ତ ହୋଇଛି। ପ୍ରଧାନମନ୍ତ୍ରୀ ୟୁଲିଆ ସ୍ୱିରିଡେଙ୍କୋ କହିଛନ୍ତି ଯେ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ନିୟନ୍ତ୍ରଣ କରିବାକୁ ନିରନ୍ତର ଚେଷ୍ଟା କରୁଛନ୍ତି।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ